ଆଜିର ଖବର କେଶରାଜପୁର ଆଦର୍ଶ ବିଦ୍ୟାଳୟରେ ଖାଦ୍ୟ ମହୋତ୍ସବ ପାଳିତ ଭୁବନେଶ୍ଵର: ନୂଆପଡା ଜିଲ୍ଲା କେଶରାଜପୁର ଆଦର୍ଶ ବିଦ୍ୟାଳୟ ଠାରେ ଖାଦ୍ୟ ମହୋତ୍ସବ ପାଳିତ ହୋଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ତ ରଞ୍ଜନ ମଟାରୀଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ…