ଅପରାଧ କନ୍ଧମାଳରୁ ଭୁବନେଶ୍ୱର ଯାଉଥିଲା ଗଞ୍ଜେଇ ବୋଝେଇ କାର, ବାଘମାରି ଠାରେ ମାଡି ବସିଲା ପୋଲିସ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଅଞ୍ଚଳରେ ଗଞ୍ଜେଇ ବୋଝଇ କାର ଜବତ କରି ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ…