ବିଶେଷ ଖବର ଭୁବନେଶ୍ବରରେ ଆୟୋଜିତ ଚନ୍ଦନ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ.. ଭୁବନେଶ୍ବର: ପୁରୁଣା ଭୁବନେଶ୍ୱର ସ୍ଥିତ ଗୁଆଝର ଠାରେ ଏକାମ୍ର ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଚରଣରେ ସମର୍ପିତ ପାରମ୍ପରିକ “ଚନ୍ଦନ ମହୋତ୍ସବ-୨୦୨୬” ଆୟୋଜିତ…