ଜାତୀୟ ଖବର ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍ଘାଟିତ, ପ୍ରସିଦ୍ଧ କଣ୍ଠଶିଳ୍ପୀ ଶୁଭା ମୁଦଗଲ ଦର୍ଶକଙ୍କୁ କଲେ ମନ୍ତ୍ରମୁଗ୍ଧ ଭୁବନେଶ୍ୱର: ସୃଜନ – ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଦ୍ୱାରା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ, କଟକର ସହଯୋଗରେ ଆୟୋଜିତ ୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର…