ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ମିନି ଷ୍ଟାଡିୟମ୍ ନେଇ କ୍ରୀଡାମନ୍ତ୍ରୀଙ୍କ ଘୋଷଣା ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁରର ସର୍ବପୁରାତନ କଲେଜ ଗୋଦାବରୀଶ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ଓ ଯୁବବ୍ୟାପାର ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ…