ଆଞ୍ଚଳିକ ଚିଲିକା: ସିଏସପି ପ୍ଲସ ଯୋଜନାକୁ ବିରୋଧ କଲେ ସିଏସପି ପରିଚାଳକ, ଜିଲ୍ଲାପାଳଙ୍କୁ ଦେଲେ ଦାବିପତ୍ର ସୀତାରାମ ଅଗ୍ରୱାଲ ଚିଲିକା: ସରକାରଙ୍କ ଦ୍ଵାରା ପ୍ରଦତ ଜନହିତ କାର୍ଯ୍ୟପାଇଁ ଆସୁଥିବା ଅର୍ଥ ରାଶି ଗ୍ରାମାଞ୍ଚଳରେ ସାଧାରଣ ଜନତା CSP ମାଧ୍ୟମରେ ପାଇଥାନ୍ତି। ଏଥି ଲାଗି ପ୍ରତ୍ୟେକ…