ଆଜିର ଖବର ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଭୁବନେଶ୍ୱର: ହିମାଚଳ ପ୍ରଦେଶ ଗସ୍ତରେ ଯାଇଥିବା ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ ଶିମଲାର ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କରିଛନ୍ତି। ଏହି ଐତିହାସିକ ନିବାସ ରାଷ୍ଟ୍ରପତିଙ୍କ…