ଅନ୍ତରାଷ୍ଟ୍ରୀୟ ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱର ବାବା ସାହେବ ଆମ୍ୱେଦକର ବସ୍ ଟର୍ମିନାଲ ବରମୁଣ୍ଡା ଠାରେ VFS ଗ୍ଲୋବାଲ ଦ୍ୱାରା ପରିଚାଳିତ ନୂତନ…