ଆଜିର ଖବର ଆସନ୍ତା ୨୨ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା: ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭୁବନେଶ୍ଵର: ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡଘଡି ବର୍ଷା ଲାଗିରହିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓଡିଶାରେ ବର୍ଷାର…