ଆଜିର ଖବର ରାତି ଅଧରେ ଘର ଉପରକୁ ବୋମାମାଡ଼: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ (କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମର ଜି କାମ ରାଜୁ ରେଡ୍ଡିଙ୍କ ଘରେ ରାତି ଅଧରେ ବୋମାମାଡ଼ କରି ଦୁର୍ବୃତ୍ତ ଫେରାର…