ଆଞ୍ଚଳିକ ଚିଲିକା: ମହଙ୍ଗା ପଡିଲା ବିକଟାଳ ଶବ୍ଦ କରି ମଟରସାଇକେଲ ଚଲାଇବା: ଛଅ ବାଇକ ଜବତ ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅଞ୍ଚଳରେ ଏକାଧିକ ବ୍ୟକ୍ତି କ୍ଷିପ୍ରଗତିରେ ଏବଂ ବିକଟାଳ ଶବ୍ଦ କରି ମଟରସାଇକେଲ ଚଲାଉଥିବା ଅଭିଯୋଗ ହେବାପରେ ଆକ୍ସନ…