ଚମାଖଣ୍ଡି

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ମଧ୍ୟରାତ୍ରିରେ ଚମାଖଣ୍ଡି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ କାର ଭାରସାମ୍ୟ ହରାଇ ବିଦ୍ୟୁତ୍ ପୋଲକୁ ଧକ୍କା ଦେଇଛି।…