ଚାଣକ୍ୟ ନୀତି

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ନନ୍ଦ ରାଜବଂଶକୁ ନିପାତ କରି ତାଙ୍କ ନୀତି ଆଧାରରେ ମୌର୍ଯ୍ୟ ରାଜବଂଶ ପ୍ରତିଷ୍ଠା କରିଥିଲେ। ନନ୍ଦ ରାଜବଂଶର ରାଜା, ଆଚାର୍ଯ୍ୟ ଚାଣକ୍ୟଙ୍କୁ ଅପମାନିତ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ବନ୍ଧୁତା ହେଉଛି ଏକ ସମ୍ପର୍କ ଯାହା ଜଣେ ବ୍ୟକ୍ତି ନିଜେ ତିଆରି କରେ । ଜଣେ ପ୍ରକୃତ ବନ୍ଧୁ ମୂଲ୍ୟବାନ ରତ୍ନଠାରୁ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଯାହା ବର୍ଣ୍ଣନା କରିଛନ୍ତି ତାହା ସାଧାରଣ ଲୋକଙ୍କ ପାଇଁ ବେଶ ଉପାଦେୟ ହୋଇପାରିଛି। ଦୈନ୍ୟନ୍ଦିନ ଜୀବନରେ ଚାଣକ୍ୟଙ୍କ ନୀତି ବେଶ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଜଣେ ବିପଦ ସମୟରେ କଣ କରିବା ଉଚିତ ତାହା ବର୍ଣ୍ଣନା କରିଛନ୍ତି। ସେହି ଅନୁସାରେ.. 1. ଚାଣକ୍ୟ କହିଛନ୍ତି…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କିପରି ଅର୍ଥହୀନ କାର୍ଯ୍ୟ କଲେ ସଫଳ ମିଳିବ ନାହିଁ ତାହାର ଉଦାହରଣ ଦେଇଛନ୍ତି। ଚାଣକ୍ୟଙ୍କ ମତରେ ଯଦି ସମୁଦ୍ରରେ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯ, ଜୀବନ କାଳ ମଧ୍ୟରେ ଯେତେବେଳେ ଭାଗ୍ୟ ଖରାପ ପଡେ ସେବେବେଳେ ସେହି ଅନାନ୍ତି ନାହିଁ। ସେମାନଙ୍କର…

ନୂଆଦିଲ୍ଲୀ, ଚାଣକ୍ୟ ନୀତିର ଚତୁର୍ଦ୍ଦଶ ଅଧ୍ୟାୟର 17 ତମ ପଦରେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ ଜଣେ ଜ୍ଞାନୀ ବ୍ୟକ୍ତି କାହାକୁ କଣ କହିବା ଉଚିତ୍ ନୁହେଁ।…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ, ମଣିଷ ଯାହା ବି କରୁ ତାହା ସୀମା ଭିତରେ ରହି କରିବା ଉଚିତ। ଯଦି ଅତି ଭଲ କରୁଛି ବୋଲି…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ କେଉଁ ସମୟରେ କିଏ ମିତ୍ର ବା ସାଥୀ ହେବ ତାହାର ବର୍ଣ୍ଣନା କରିଛନ୍ତି। ଏ ନେଇ ଚାଣକ୍ୟ କହିଛନ୍ତି…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବାସସ୍ଥାନ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଏପରି ଚାରୋଟି ସ୍ଥାନ ଅଛି ଯାହାକୁ ବର୍ଜନ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମାନବ ସମାଜକୁ ବହୁ ନୀତି ବାଣୀ ପ୍ରଦାନ କରିଛନ୍ତି। ସେହିପରି ଏକ ବାଣୀ ହେଲା ଯେ, ଗୋପନୀୟ କଥାକୁ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଅନେକ କଥା କହିଛନ୍ତି ଯାହା ସାଧାରଣ ଜୀବନରେ ବେଶ୍ ଉପଦେୟ ଅଟେ। ସେ ନାରୀମାନଙ୍କ ଉପରେ ବିଭିନ୍ନ ସମୟରେ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ କାମ କେତେ ଲୋକଙ୍କୁ ନେଇ କରିବା ଉଚିତ ତାହା ବର୍ଣ୍ଣନା କରିଛନ୍ତି। ତାଙ୍କ ମତରେ ଯଦି ଆପଣ…

ଭୁବନେଶ୍ବର, ସାଂସାରିକ ସମସ୍ୟାର ସମାଧାନ ପାଇଁ ବାହାରେ ରହୁଥିବା ଗୃହସ୍ଥଙ୍କ ବିଶ୍ରାମ ସ୍ଥାନ ତିନୋଟି। ଆଚାର୍ଯ୍ୟ ଚାଣକ୍ୟଙ୍କ ହିସାବରେ ଯେଉଁମାନେ ସାଂସାରିକ ବା କର୍ମ ପାଇଁ ବାହାରେ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ମଣିଷକୁ ଚିହ୍ନିବା ପାଇଁ ବିଭିନ୍ନ ଉପାୟମାନ ତାଙ୍କ ରଚିତ ଚାଣକ୍ୟ ନୀତିରେ ସୁନ୍ଦର ଭାବେ ବର୍ଣ୍ଣନା କରିଛନ୍ତି। ସେଥିରେ ରହିଛି ଆପଣଙ୍କ ସହିତ…

ଭୁବନେଶ୍ବର, ଯୋଗ୍ୟ ଏବଂ ଅଯୋଗ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସୁନ୍ଦର ବର୍ଣ୍ଣନା କରିଛନ୍ତି। ଯାହା ପ୍ରତିଟି ମଣିଷର ଜ୍ଞାନ ବୃଦ୍ଧିରେ ନିଶ୍ଚିତ ସହାୟକ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟଙ୍କୁ ଜଣେ ମହାନ ଅର୍ଥନୀତିଜ୍ଞ ତଥା ମହାନ ଶିକ୍ଷାବିତ୍ ଭାବରେ ବିବେଚନା କରାଯାଏ । ଚାଣକ୍ୟ ନୀତି ଶାସ୍ତ୍ରୀରେ ଟଙ୍କା ଏବଂ ସଫଳତା ସହ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ନବଜାତକ ଉପରେ କିଛି ତଥ୍ୟ ରଖିଛନ୍ତି। ତାହା ହେଲା ଯେ, ଯେତେବେଳେ ଛୁଆଟିଏ ଜନ୍ମ ନିଏ ସେତେବେଳେ ସେ…