ଆଜିର ଖବର ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ ଚାନ୍ଦପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଚାନ୍ଦପୁର ଥାନା ଅଞ୍ଚଳର ରାଇପଡା କ୍ରସର ନିକଟରେ ଥିବା ଏକ ଖଣିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।…