ଆଜିର ଖବର ସମ୍ଭାବ୍ୟ ଲଘୁଚାପ ବର୍ଷା: ୮ ଜିଲ୍ଲାରେ ପଡିବ ପ୍ରଭାବ, ଚାଷୀଙ୍କୁ ସତର୍କ କଲା ଓୟୁଏଟି ଭୁବନେଶ୍ବର: ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ ସୂଚନା ଦିଆଯାଇଛି। ଏହି ଲଘୁଚାପ ଯୋଗୁଁ ୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ତେଣୁ…