ଜାତୀୟ ଖବର ମୋହନ ଭାଗବତଙ୍କ ଜନ୍ମଦିନ, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ, ଲେଖିଲେ ଏକ ପ୍ରବନ୍ଧ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ଆଜି ସେପ୍ଟେମ୍ବର ୧୧। ଏହି ଦିନ ଦୁଇଟି ବିପରୀତ ସ୍ମୃତିକୁ ମନେ ପକାଏ। ପ୍ରଥମଟି ହେଉଛି, ୧୮୯୩ ମସିହାର, ଯେତେବେଳେ ସ୍ୱାମୀ ବିବେକାନନ୍ଦ…