ଆଜିର ଖବର ଦେଶରେ ୧୭୩ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ପହଞ୍ଚିଲା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ନୂଆଦିଲ୍ଲୀ: ଗୋଟିଏ ଦିନରେ ଭାରତରେ ୧୭୩ ଟି ନୂଆ କରୋନା ଆକ୍ରାନ୍ତଚିହ୍ନଟ ହେବା ପରେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ…