ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି ।…