ଆଜିର ଖବର ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍: କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ ଭୁବନେଶ୍ବର: ଚାଟଶାଳୀରେ ପିଲାଙ୍କୁ ପଢାଇ ଚର୍ଚ୍ଚିତ ଥିବା ପଦ୍ମଶ୍ରୀ ନନ୍ଦ ସାର୍ ଙ୍କ ଆଜି ପରଲୋକ ହୋଇଯାଇଛି। ତାଙ୍କୁ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ…