ଆଜିର ଖବର ଚିଲିକା ବଜରଙ୍ଗ ଦଳର ହନୁମାନ ଜୟନ୍ତୀ ଉପଲକ୍ଷେ ବିଶାଳ ରାଲି: ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ-ବାଣପୁର ସହରରେ ଆଜି ଅନୁଷ୍ଠିତ ହୋଇଯାଇଛି ବିଶାଳ ରାଲି। ହନୁମାନ ଜୟନ୍ତୀ ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ବଜରଙ୍ଗ ଦଳ…