ଆଜିର ଖବର ଆସନ୍ତା ୨୪ ରୁ ୨୮ ପର୍ଯ୍ୟନ୍ତ ଓଡ଼ି ଆର୍ଟରେ ଆନ୍ତର୍ଜାତୀୟ ଚିଲିକା ସେଲଡକ ଲୋକକଳା ମହୋତ୍ସବ ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ସ୍ଥିତ ଓଡ଼ିଆର୍ଟ ସମ୍ମିଳନୀ କକ୍ଷରେ ୯ମ ଆନ୍ତର୍ଜାତୀୟ ଚିଲିକା ସେଲଡକ ଲୋକକଳା ମହୋତ୍ସବ ପାଳନ…