Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୬୬୧: ସୁସ୍ଥ ହେଲେ ୧୩୫୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬୬୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫୦୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୫୭୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୭୩ ହଜାର ୯୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ହଜାର ୨୨୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୬୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୧୪ ହାଜର ୪୬୦ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୬୭୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୮ ଲକ୍ଷ ୯ ହଜାର ୩୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର ୭୮୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୪ ଲକ୍ଷ ୭୭ ହଜାର ୭୯୯ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୨୦ ହାଜର ୫୨୯ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୨୦ ହଜାର ୫୨୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୩୮୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୪ ହଜାର ୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୫ ଲକ୍ଷ ୫୫ ହଜାର ୨୪୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭ ହଜାର ୩୯୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୩୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୨୨୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୨୪ ହଜାର ୪୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮ ହଜାର ୬୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୭ ହଜାର ୩୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୬୯ ଜଣ, କଟକ ଜିଲ୍ଲାରୁ ୮୬୮, ଅନୁଗୁଳ ଜିଲ୍ଲାରୁ ୪୪୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୨୮୫ ଜଣ, ବରଗଡ ଜିଲ୍ଲାରୁ ୧୭୧ ଜଣ, ଭଦ୍ରକ ଜିଲ୍ଲାରୁ ୨୩୮, ବଲାଙ୍ଗୀରି ଜିଲ୍ଲାରୁ ୮୧, ବୌଦ୍ଧ ଜିଲ୍ଲାରୁ ୧୩୩, ଦେବଗଡ ଜିଲ୍ଲାରୁ ୫୭, ଢେଙ୍କାନାଳ ଜିଲ୍ଲାରୁ ୮୧ ଜଣ, ଗଜପତି ଜିଲ୍ଲାରୁ ୫୨ ଜଣ, ଗଞ୍ଜାମ ଜିଲ୍ଲାରୁ ୬୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮୮ ଜଣ, ଯାଜପୁର ଜିଲ୍ଲାରୁ ୫୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୬୬ ଜଣ, କଳାହାଣ୍ଡିରୁ ୧୬୬ ଜଣ, କନ୍ଧମାଳ ଜିଲ୍ଲାରୁ ୭୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୪୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୮ ଜଣ, କୋରାପୁଟ ଜିଲ୍ଲାରୁ ୧୬୧ ଜଣ, ମାଲକାନାଗିରି ଜିଲ୍ଲାରୁ ୧୧୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୮୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୬ ଜଣ, ନୟାଗଡ ଜିଲ୍ଲାରୁ ୨୪୩ ଜଣ, ନୂଆପଡା ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ୩୫୬ ଜଣ, ରାୟଗଡା ଜିଲ୍ଲାରୁ ୧୨୫ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୭ ଜଣ, ସୋନପୁର ଜିଲ୍ଲାରୁ ୯୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୬୭ ଜଣ ଏବଂ ଷ୍ଟେଟ ପୁଲରୁ ୧୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୩୨ ହାଜର ୩୬୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୨ ହଜାର ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୭୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୫ ଲକ୍ଷ ୭୪ ହଜାର ୩୫୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୫ ଲକ୍ଷ ୫୯୬ ହଜାର ୧୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୬ ଲକ୍ଷ ୩୫ ହଜାର ୯୯୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୮ ହଜାର ୮୩୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୭୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୩୯୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୧୩ ହଜାର ୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୨ ହଜାର ୬୭୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୭ ହଜାର ୭୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୬୨ ଜଣ, କଟକ ଜିଲ୍ଲାରୁ ୭୨୦, ଅନୁଗୁଳ ଜିଲ୍ଲାରୁ ୪୪୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୪୨୬ ଜଣ, ବରଗଡ ଜିଲ୍ଲାରୁ ୧୮୯ ଜଣ, ଭଦ୍ରକ ଜିଲ୍ଲାରୁ ୨୮୭, ବଲାଙ୍ଗୀରି ଜିଲ୍ଲାରୁ ୬୧, ବୌଦ୍ଧ ଜିଲ୍ଲାରୁ ୧୨୮, ଦେବଗଡ ଜିଲ୍ଲାରୁ ୭୨, ଢେଙ୍କାନାଳ ଜିଲ୍ଲାରୁ ୨୫୨ ଜଣ, ଗଜପତି ଜିଲ୍ଲାରୁ ୬୮ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫୫ ଜଣ, ଯାଜପୁର ଜିଲ୍ଲାରୁ ୩୮୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୭୧ ଜଣ, କଳାହାଣ୍ଡିରୁ ୧୬୭ ଜଣ, କନ୍ଧମାଳ ଜିଲ୍ଲାରୁ ୫୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୨୩ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ ଜଣ, କୋରାପୁଟ ଜିଲ୍ଲାରୁ ୧୮୫ ଜଣ, ମାଲକାନାଗିରି ଜିଲ୍ଲାରୁ ୧୦୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୪୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୯ ଜଣ, ନୟାଗଡ ଜିଲ୍ଲାରୁ ୨୧୯ ଜଣ, ନୂଆପଡା ଜିଲ୍ଲାରୁ ୪୮ ଜଣ, ପୁରୀ ଜିଲ୍ଲାରୁ ୩୩୩ ଜଣ, ରାୟଗଡା ଜିଲ୍ଲାରୁ ୩୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୧ ଜଣ, ସୋନପୁର ଜିଲ୍ଲାରୁ ୬୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୭୦ ଜଣ ଏବଂ ଷ୍ଟେଟ ପୁଲରୁ ୧୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୩୪ ହାଜର ୧୫୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୪ ହଜାର ୧୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୮୮୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୪ ଲକ୍ଷ ୪୧ ହଜାର ୯୮୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୩ ଲକ୍ଷ ୫୮୯ ହଜାର ୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୭ ଲକ୍ଷ ୧୩ ହଜାର ୪୧୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୮ ହଜାର ୮୩୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୯୪୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୮୯୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୦ ହଜାର ୯୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୨ ହଜାର ୬୨୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୫ ହଜାର ୪୨୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୮ ହଜାର ୮୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୨୩୫ ଜଣ, କଟକ ଜିଲ୍ଲାରୁ ୭୬୯, ଅନୁଗୁଳ ଜିଲ୍ଲାରୁ ୪୧୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୩୯୫ ଜଣ, ବରଗଡ ଜିଲ୍ଲାରୁ ୧୯୩ ଜଣ, ଭଦ୍ରକ ଜିଲ୍ଲାରୁ ୪୧୯, ବଲାଙ୍ଗୀରି ଜିଲ୍ଲାରୁ ୮୯, ବୌଦ୍ଧ ଜିଲ୍ଲାରୁ ୧୭୯, ଦେବଗଡ ଜିଲ୍ଲାରୁ ୮୪, ଢେଙ୍କାନାଳ ଜିଲ୍ଲାରୁ ୫୧୦ ଜଣ, ଗଜପତି ଜିଲ୍ଲାରୁ ୫୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧୭ ଜଣ, ଯାଜପୁର ଜିଲ୍ଲାରୁ ୪୯୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୨୧ ଜଣ, କଳାହାଣ୍ଡିରୁ ୧୪୫ ଜଣ, କନ୍ଧମାଳ ଜିଲ୍ଲାରୁ ୫୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୦୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୮ ଜଣ, କୋରାପୁଟ ଜିଲ୍ଲାରୁ ୯୯ ଜଣ, ମାଲକାନାଗିରି ଜିଲ୍ଲାରୁ ୮୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫୮୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୯ ଜଣ, ନୟାଗଡ ଜିଲ୍ଲାରୁ ୨୪୬ ଜଣ, ନୂଆପଡା ଜିଲ୍ଲାରୁ ୩୪ ଜଣ, ପୁରୀ ଜିଲ୍ଲାରୁ ୪୩୮ ଜଣ, ରାୟଗଡା ଜିଲ୍ଲାରୁ ୨୧୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୯୪ ଜଣ, ସୋନପୁର ଜିଲ୍ଲାରୁ ୧୧୮ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୩୮ ଜଣ ଏବଂ ଷ୍ଟେଟ ପୁଲରୁ ୨୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୮ ହଜାର ୭୩୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୮୯୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୮୪୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୮୦ ହଜାର ୯୩୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯ ହଜାର ୯୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୭୧୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୮ ହଜାର ୭୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୨୨୨ ଜଣ, କଟକ ଜିଲ୍ଲାରୁ ୬୭୩, ଅନୁଗୁଳ ଜିଲ୍ଲାରୁ ୪୫୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୬୬ ଜଣ, ବରଗଡ ଜିଲ୍ଲାରୁ ୧୯୩ ଜଣ, ଭଦ୍ରକ ଜିଲ୍ଲାରୁ ୧୪୭, ବଲାଙ୍ଗୀରି ଜିଲ୍ଲାରୁ ୪୯, ବୌଦ୍ଧ ଜିଲ୍ଲାରୁ ୧୩୭, ଦେବଗଡ ଜିଲ୍ଲାରୁ ୬୩, ଢେଙ୍କାନାଳ ଜିଲ୍ଲାରୁ ୫୦୩ ଜଣ, ଗଜପତି ଜିଲ୍ଲାରୁ ୮୦ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮୨ ଜଣ, ଯାଜପୁର ଜିଲ୍ଲାରୁ ୫୦୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୫୭ ଜଣ, କଳାହାଣ୍ଡିରୁ ୧୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୬୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୮୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୯ ଜଣ, କୋରାପୁଟ ଜିଲ୍ଲାରୁ ୨୫୫ ଜଣ, ମାଲକାନାଗିରି ଜିଲ୍ଲାରୁ ୯୬ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୪୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬୪ ଜଣ, ନୟାଗଡ ଜିଲ୍ଲାରୁ ୨୮୫ ଜଣ, ନୂଆପଡା ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୪୬୭ ଜଣ, ରାୟଗଡା ଜିଲ୍ଲାରୁ ୯୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୭ ଜଣ, ସୋନପୁର ଜିଲ୍ଲାରୁ ୧୫୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୪୪ ଜଣ ଏବଂ ଷ୍ଟେଟ ପୁଲରୁ ୨୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୫୨ ହାଜର ୭୩୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୧୨୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୦ ଲକ୍ଷ ୪୭ ହଜାର ୫୩୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୫୬ ଲକ୍ଷ ୯୨ ହଜାର ୩୪୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୦ ଲକ୍ଷ ୨୬ ହଜାର ୯୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୧୫୧: ସୁସ୍ଥ ହେଲେ ୮୯୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୬୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ହଜାର ୬୪୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮୯୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୫୧ ହଜାର ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୨୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୯୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୩: ସୁସ୍ଥ ହେଲେ ୪୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଦେଶରେ ୭୭୧ ଟି ନୂଆ ଷ୍ଟ୍ରେନ: ଓଡିଶାରୁ ଚିହ୍ନଟ ହେଲେ ୩ ଜଣ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଟି ୟୁକେ ଷ୍ଟ୍ରେନ ଚିହ୍ନଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଟି ରାଜ୍ୟରୁ ମୋଟ ୭୭୧ ଟି ନୂଆ ଷ୍ଟ୍ରେନ ଚିହ୍ନଟ ହୋଇଛି।

ଏହି ନୂଆ ୭୭୧ ଟି ନୂଆ ଷ୍ଟ୍ରେନ ମଧ୍ୟରୁ ୭୩୬ ଟି ୟୁକେ ଷ୍ଟ୍ରେନ ଚିହ୍ନଟ ହୋଇଥିବା ବେଳେ ୩୪ ଟି ଦକ୍ଷିଣ ଆଫ୍ରିକା ଏବଂ ଗୋଟିଏ ବ୍ରାଜିଲ ଷ୍ଟ୍ରେନ ଚିହ୍ନଟ ହୋଇଛି। ମୋଟ ୭୩୬ ଟି ୟୁକେ ଷ୍ଟ୍ରେନ ମଧ୍ୟରୁ ସର୍ବାଧିକ ୩୩୬ ଟି ପଞ୍ଜାବରୁ ଚିହ୍ନଟ ହୋଇଥିବା ବେଳେ  ଓଡିଶାରୁ ୩ଟି ରହିଛନ୍ତି। ନ୍ୟାସନାଲ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ.କେ ସିଂହ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୮ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୯୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।