ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ଦୀର୍ଘ ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନିୟମିତ କଲା ଗଣଶିକ୍ଷା ବିଭାଗ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଞ୍ଚ ମାସ ପୂର୍ବରୁ ତାଙ୍କର ଜନ୍ମ ଦିବସରେ ଓଡିଶା ମାଟିରୁ ଚୁକ୍ତିଭିତ୍ତିକ ପ୍ରଥାର ଉଚ୍ଛେଦ କରିଥିଲେ। ଘୋଷଣା ପରେ ସମସ୍ତ ବିଭାଗରେ…