ଅପରାଧ ଜୁଆ ଆଡ୍ଡା ଉପରେ ଚଢ଼ାଉ କଲା ଟାଙ୍ଗୀ ପୋଲିସ: ସାତ ଜୁଆଡ଼ି ଗିରଫ, ହୋଣ୍ଡା ସିଟି କାର ଜବତ ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ଥାନା ଅଞ୍ଚଳରେ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ପୋଲିସ ଗିରଫ କରିଛି।…