ଆଜିର ଖବର ଓଡ଼ିଶା@୨୦୩୬ ଠାରୁ ଦୋକାନ ବଜାର ପର୍ଯ୍ୟନ୍ତ: ପିଏମ୍ ଶ୍ରୀ ଉତ୍ସବରେ ଛାତ୍ର ପ୍ରତିଭାର ପ୍ରଦର୍ଶନ ରଣପୁର: ରଣପୁର ସ୍ଥିତ ପିଏମ୍ ଶ୍ରୀ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଅତ୍ୟନ୍ତ ଆନନ୍ଦ ଓ ଉତ୍ସାହମୟ ପରିବେଶରେ ପାଳିତ…