ଆଜିର ଖବର ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାରେ କୋଇଲା ପରିବହନ ଏବଂ ଶିଳ୍ପ ଭିତ୍ତିଭୂମିକୁ ସଦୃଢ଼ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…