ଆଜିର ଖବର ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା…