ଆଜିର ଖବର ସାଧାରଣତନ୍ତ୍ର ଦିବସ ଅବସରରେ ମହାନ ସଂଗ୍ରାମୀମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ଦେଶ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…