ଜବାହରଲାଲ ନେହରୁ ଷ୍ଟାଡିୟମ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ପ୍ରାୟ ସାଢ଼େ ପାଞ୍ଚଟାରେ ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି…