ଜାତୀୟ ଖବର ଆଜି ଜଳ ସୁରକ୍ଷା ବିଭାଗୀୟ ସମ୍ମିଳନୀର ଉଦ୍ଯାପନୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ପ୍ରାୟ ୪ଟା ୩୦ ମିନିଟ୍ରେ ନୂଆଦିଲ୍ଲୀସ୍ଥିତ ସୁଷମା ସ୍ୱରାଜ ଭବନରେ ଜଳ ଶକ୍ତି ମନ୍ତ୍ରଣାଳୟର ବିଭାଗୀୟ ଶିଖର ସମ୍ମିଳନୀର…