ଆଜିର ଖବର ଜାତୀୟ କ୍ରୀଡ଼ା ନୀତି ୨୦୨୫କୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଜାତୀୟ କ୍ରୀଡ଼ା ନୀତି (ଏନଏସପି)୨୦୨୫କୁ ଅନୁମୋଦନ କରାଯାଇଛି। ଦେଶର କ୍ରୀଡ଼ା ପରିଦୃଶ୍ୟରେ ବ୍ୟାପକ ପରିବର୍ତ୍ତନ…