ଆଜିର ଖବର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ୪୦ ତମ ଜାତୀୟ ଜୁନିଅର ଆଥଲେଟିକ୍ସ ଚାମ୍ପିୟନସିପ୍ ଭୁବନେଶ୍ଵର: ଶୁକ୍ରବାରଠାରୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ୪୦ ତମ ଜାତୀୟ ଜୁନିଅର ଆଥଲେଟିକ୍ସ ଚାମ୍ପିୟନସିପ୍। ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ…