ଜାତୀୟ ଖବର ହିଜାବ ମାମଲାର ଶୁଣାଣି କରିବେ ନାହିଁ ସୁପ୍ରିମକୋର୍ଟ: ଏହାକୁ ଜାତୀୟ ପ୍ରସଙ୍ଗ ନକରିବାକୁ ପରାମର୍ଶ ନୂଆଦିଲ୍ଲୀ: ହିଜାବ ବିବାଦ ମାମଲାରେ କର୍ଣ୍ଣାଟକ ହାଇକୋର୍ଟର ମଧ୍ୟବର୍ତ୍ତୀକାଳୀନ ଆଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କିନ୍ତୁ ଏହି ଆବେଦନ ଉପରେ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି…