ଆଜିର ଖବର ଖୋର୍ଦ୍ଧା: ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅନୁଷ୍ଠିତ, ୧୯୩ ମାମଲାର ସମୀକ୍ଷା ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।…