ଆଜିର ଖବର ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ଆକସ୍ମିକ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକପ୍ରିୟ ଗାୟକ ଜୁବୀନ ଗର୍ଗଙ୍କ ଆକସ୍ମିକ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ସଂଗୀତ ପ୍ରତି ତାଙ୍କର…