ଆଜିର ଖବର ତିର୍ତ୍ତୋଲ ବ୍ଲକ୍ ମନରେଗା ମହାଦୁର୍ନୀତି ଘଟଣା: ଫସିଲେ ଜେଇ ଓ ଆସିଷ୍ଟାଣ୍ଟ ଇଂଜିନିୟର, ସରପଞ୍ଚଙ୍କୁ ଚେତାବନୀ ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଳକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତରେ ୧୦ଟିରୁ ଅଧିକ ସ୍ଥାନରେ ୨୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ମନରେଗା ଯୋଜନାରେ ମହାଦୁର୍ନୀତି ହୋଇଥିବା ଅଭିଯୋଗ…