ଆଜିର ଖବର ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚୁ ସରକାରଙ୍କ ପ୍ରଣିତ ଯୋଜନା: ରାଜ୍ୟପାଳ ଭୁବନେଶ୍ଵର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣିତ ଯୋଜନା ଗୁଡିକର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉପରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଗୁରୁତ୍ବାରୋପ କରିଛନ୍ତି।…