ଆଜିର ଖବର ଅନୁଗୁଳରେ କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା: ୬ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…