ଆଜିର ଖବର କଳିଙ୍ଗ ଷ୍ଟାଡିୟମରେ ୨୮ତମ ଏସୀୟ ଟେବୁଲ ଟେନିସ୍ ଦଳଗତ ଚାମ୍ପିଅନସିପ୍ ଆରମ୍ଭ ଭୁବନେଶ୍ଵର: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଶନିବାରଠାରୁ ୨୮ତମ ଏସୀୟ ଟେବୁଲ ଟେନିସ୍ ଦଳଗତ ଚାମ୍ପିଅନସିପ୍ ଆରମ୍ଭ ହୋଇଛି। କ୍ରୀଡା ଏବଂ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…