ଟ୍ରକ ହେଲ୍ପରଙ୍କ ମୃତ୍ୟୁ

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ…