ଆଜିର ଖବର ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀ: ଗାଜାରେ ଶାନ୍ତି ପ୍ରୟାସ ପାଇଁ ନିର୍ଣ୍ଣାୟକ ନେତୃତ୍ୱ ନିମନ୍ତେ ଆମେରିକାର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ନେତୃତ୍ୱକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀ…