ଆଜିର ଖବର ଟ୍ରାଇ ପରୀକ୍ଷଣରେ ଓଡିଶାର ବ୍ରହ୍ମପୁର ସହରରେ ଜିଓର ସର୍ବାଧିକ ୫ଜି ଡାଉନଲୋଡ୍ ସ୍ପିଡ୍ ହାସଲ ବ୍ରହ୍ମପୁର / ଭୁବନେଶ୍ୱର: ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ସ୍ୱାଧୀନ ଡ୍ରାଇଭ୍ ପରୀକ୍ଷଣ (ଆଇଡ଼ିଟି) ଫଳାଫଳରେ, ଓଡ଼ିଶାର ଅଗ୍ରଣୀ ଡିଜିଟାଲ୍ ସେବା…