ଟ୍ରେନରେ ଅଗ୍ନିକାଣ୍ଡ

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଷ୍ଟେସନରେ ଏକ ମାଲବାହୀ ଟ୍ରେନ ୱାଗନରୁ ପ୍ରବଳ ମାତ୍ରାରେ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଛି।…