ଆଜିର ଖବର ମଦ ନିଶାରେ ବାପାକୁ ଠେଙ୍ଗାରେ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ କେନ୍ଦୁଝର: ପାରିବାରିକ କଳହକୁ କେନ୍ଦ୍ର କରି ଘଟିଛି ଅଭାବନୀୟ ହତ୍ୟାକାଣ୍ଡ। ମଦ ନିଶାରେ ଉତ୍ତ୍ୟକ୍ତ ହୋଇ ନିଜ ବାପାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ପୁଅ। ହତ୍ୟା…