ଆଜିର ଖବର ପୂର୍ବ ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ‘ଡାଇମଣ୍ଡ ରେଟିଂ’ ସମ୍ମାନ ଭୁବନେଶ୍ୱର: ଚଳିତବର୍ଷ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସ୍ନାଲ୍ ର୍ୟାଙ୍କିଂ ଫ୍ରେମ୍ୱାର୍କ (ଏନ୍ଆଇଆର୍ଏଫ୍) ର୍ୟାଙ୍କିଙ୍ଗରେ ଦେଶର ୨୦ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ…