ଜାତୀୟ ଖବର ଡାଲି ଉତ୍ପାଦନ ବୃଦ୍ଧି ପାଇଁ ‘ଆତ୍ମନିର୍ଭରତା ମିଶନ’କୁ ମଞ୍ଜୁର କଲା କେନ୍ଦ୍ର, ୧୧,୪୪୦ କୋଟି ଟଙ୍କା ନିବେଶ ପ୍ରୋତ୍ସାହନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଡାଲି କ୍ଷେତ୍ରରେ ଆତ୍ମନିର୍ଭରତା ମିଶନକୁ ଅନୁମୋଦନ ଦେଇଛି । ଘରୋଇ ଉତ୍ପାଦନ ବୃଦ୍ଧି ଏବଂ ଡାଲି…