ଜାତୀୟ ଖବର ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ ଭୁବନେଶ୍ଵର: ଚିକିତ୍ସା ସେବାର ଗୁଣବତ୍ତା ବୃଦ୍ଧି କରିବା ଏବଂ ରୋଗୀ-କୈନ୍ଦ୍ରିକ ସ୍ୱାସ୍ଥ୍ୟସେବା ପ୍ରଦାନ ସୁନିଶ୍ଚିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଶ୍ରମ ଏବଂ ନିଯୁକ୍ତି…