ଆଜିର ଖବର ସରକାରୀ ପଦକ୍ଷେପ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଁ ଗଣମାଧ୍ୟମ କର୍ମଶାଳା ଭୁବନେଶ୍ୱର: ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ଆଜି ଭୁବନେଶ୍ୱରଠାରେ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକ ଉପରେ ଏକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତା’ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…