ଆଜିର ଖବର ଦାବି ପୂରଣ ନ ହେଲେ ତୀବ୍ର ହେବ ଆନ୍ଦୋଳନ: ସରକାରଙ୍କ ଉପରେ ବର୍ଷିଲେ ଶିକ୍ଷକ ସମାଜ ଭୁବନେଶ୍ୱର: ରାଜଧାନୀର ରାଜରାସ୍ତାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ଦିବାରାତ୍ରି ଗଣଧାରଣା ୧୮ ଦିନରେ ପହଞ୍ଚିଛି। ଖୋଲା ଆକଶ…