ଆଜିର ଖବର ପଶ୍ଚିମବଙ୍ଗ ନିର୍ବାଚନ: ତୃଣମୂଳ ଏବଂ ବିଜେପିର ଲଢାଇ ମଧ୍ୟରେ ମହାପଞ୍ଚାୟତ କରିବେ କୃଷକ ନେତା ରାକେଶ କଲିକତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶାସକ ଦଳ ତୃଣମୂଳ କଂଗ୍ରେସ ଏବଂ ବିଜେପି ମଧ୍ୟରେ ଲଢାଇ ଜାରି ରହିଛି। ହେଲେ ସେହି ଦୁଇ ଦଳର ରାଜନୈତିକ ଲଢାଇ…